ବରଗଡ଼,ଏନ୍ଏନ୍ଏସ୍: ଶୁକ୍ରବାର ବରଗଡ଼ ସଦର ବ୍ଲକ୍ କଟାପାଲି ଗ୍ରାମରେ ୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୧୦କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୧୬୮ ଜଣ ସୁସ୍ଥହୋଇ ଘରକୁ ଫେରିଛନ୍ତି । ଆଜି ଚିହ୍ନଟଙ୍କ ମଧ୍ୟରୁ କଟାପାଲି ଗ୍ରାମର ତିନି ଜଣ ମହିଳା ଓ ଜଣେ ପୁରୁଷ ବୋଲି ଜଣାପଡ଼ିଛି।