ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜଧାନୀରୁ ଆଜି ଆଉ ୧୬୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୯୯୧କୁ ବୃଦ୍ଧି ପାଇଛି। ଏଥିମଧ୍ୟରୁ ୯୦୯ଜଣ ଆରୋଗ୍ୟ ଲାଭ କରିଥିବାବେଳେ ୧୧ଜଣଙ୍କ ମୃତ୍ୟୁ ହୋଇଛି।
Update on newly detected & cured #COVID19 cases in the last 24 hrs under the BMC area on 26th July 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/tJqwlUWlt5— BMC (@bmcbbsr) July 26, 2020