ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରୁ ଆଜି ୪୦୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୨୫କୁ ବୃଦ୍ଧି ପାଇଛି।
Update on newly detected & cured #COVID19 cases in the last 24 hrs under the BMC area on 31st Aug 2020(till 9am).
The ward wise active cases, cured cases are shared. pic.twitter.com/JjOrYFCtGi
— BMC (@bmcbbsr) August 31, 2020