ପର୍ଯ୍ୟଟନ ମନ୍ତ୍ରୀ କରୋନାରେ ସଂକ୍ରମିତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ପର୍ଯ୍ୟନଟନ ମନ୍ତ୍ରୀ ଜ୍ୟୋତି ପାଣିଗ୍ରାହୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏସମ୍ପର୍କରେ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି। ଏଥିସହିତ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଆଇସୋଲେସନରେ ରହିବାକୁ ପରାମର୍ଶ ଦେଇଛନ୍ତି।