ଭୁବନେଶ୍ୱର,ଏନ୍ଏନ୍ଏସ୍: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥର ଜନ୍ମଦିନ ପାଳିବେନି। କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଜନ୍ମଦିନ ପାଳିବେ ନାହିଁ ବୋଲି ନିଷ୍ପତ୍ତି ନେଇଛନ୍ତି। କାଲି ନବୀନ ନିବାନ ନ ଆସି ଗରିବ ଲୋକଙ୍କୁ ସାହାଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ପରାମର୍ଶ ଦେଇଛନ୍ତି। ଏଥିସହିତ ଲୋକଙ୍କୁ ରକ୍ତଦାନ ଓ ପ୍ଲାଜମା ଦାନ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଛନ୍ତି।