ମୟୂରଭଞ୍ଜରୁ ୬୫ ପଜିଟିଭ ଚିହ୍ନଟ

ବାରିପଦା,ଏନ୍ଏନ୍ଏସ୍: ମୟୁରଭଞ୍ଜ ଜିଲ୍ଲାରୁ ଆଜି ୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲ୍ଲାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୨, ୮୫୧ରେ ପହଞ୍ଚିଛି। ପହଁଞ୍ଚିଛି। ସେହିପରି ୧୨, ୨୨୭ ସୁସ୍ଥ ହୋଇଛନ୍ତି। ଜିଲ୍ଲାରେ ୮୧ ଜଣଙ୍କର ମୃତ୍ୟୁ ହୋଇଥିବାର ଜଣାପଡ଼ିଛି।