ଭୁବନେଶ୍ୱର,ଏନ୍ଏସ୍ଏସ୍: ଡିସେମ୍ବର ଦ୍ୱିତୀୟ କିମ୍ବା ତୃତୀୟ ସପ୍ତାହରେ ଶ୍ରୀମନ୍ଦିର ଖୋଲିପାରେ। ଏନେଇ ଶ୍ରୀ ମନ୍ଦିର ମୁଖ୍ୟ ପ୍ରଶାସକ ଡା.କ୍ରିଷନ କୁମାର ସୂଚନା ଦେଇଛନ୍ତି। କିନ୍ତୁ ଭକ୍ତଙ୍କ ପାଇଁ ସ୍ୱତନ୍ତ୍ର ଏସଓପି ପ୍ରସ୍ତୁତ କରାଯିବ। କରୋନା ପାଇଁ ସାଧାରଣ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ କରାଯାଇଛି।