ଭୁବନେଶ୍ୱର,ଏନ୍ଏନ୍ଏସ୍: ଗତକାଲି କୋଭିଡ ରିପୋର୍ଟ ଅନୁସାରେ ଆଜି ରାଜ୍ୟରେ ୧୦ ପ୍ରତିଶତ କମ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସୂଚନା ଅନୁସାରେ ରାଜ୍ୟରେ ଆଉ ୩୭୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ଭିତରୁ ୨୧୯ ଜଣ ସଂଗରୋଧ କେନ୍ଦ୍ରର ଓ ୧୫୯ ଜଣ ସ୍ଥାନୀୟ ବୋଲି ଜଣାପଡ଼ିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Covid-19 Report For 30th November
New Positive Cases: 378
In quarantine: 219
Local contacts: 159(Details of local contacts will be shared by concerned District Administration)
District Wise Cases:
1. Angul: 38
2. Balasore: 14
3. Bargarh: 3
4. Bhadrak: 7
5. Balangir: 22— I & PR Department, Odisha (@IPR_Odisha) December 1, 2020