ରାଜ୍ୟରେ ସୁସ୍ଥହେଲେ ଆଉ ୨୧୨, ଆରୋଗ୍ୟ ସଂଖ୍ୟା ୩୩୦୭୫୭

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨୧୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩୩୦୭୫୭ରେ ପହଞ୍ଚିଛି।

ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ୩୭ ଜଣ ସୁସ୍ଥହୋଇଥିବାବେଳେ ଝାରସୁଗୁଡା ରୁ ୨୨, ଅନୁଗୁଳରୁ ୧୮, ସମ୍ବଲପୁରରୁ ୧୬, ପୁରୀରୁ ୧୫, କଟକରୁ ୧୪, ଖୋର୍ଦ୍ଧାରୁ ୧୨, ବାଲେଶ୍ୱରରୁ ୯, ଯାଜପୁରରୁ ୯, ନୂଆପଡାରୁ ୯, ବରଗଡରୁ ୮, ବଲାଙ୍ଗିରରୁ୮, ନୟାଗଡରୁ ୮, ମୟୁରଭଞ୍ଜରୁ ୫, ବୌଦ୍ଧରୁ ୩, କେନ୍ଦୁଝରରୁ ୩, ଭଦ୍ରକ, ଢେଙ୍କାନାଳ, ଗଞ୍ଜାମ, ଗଜପତି, କେନ୍ଦ୍ରାପଡାରୁ ୨ଜଣ ଲେଖାଏଁ, ଜଗତସିଂହପୁରରୁ ୧, କଳାହାଣ୍ଡିରୁ ୧, କୋରାପୁଟରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ୨ ଜଣ ସୁସ୍ଥ ହୋଇଛନ୍ତି।