ଆଜି ୧୦୦ ସୁସ୍ଥ,୩୩୩୪୫୧ରେ ପହଞ୍ଚିଲା ଆରୋଗ୍ୟ ସଂଖ୍ୟା

ଭୁବନେଶ୍ୱର, ଏନ୍ଏନ୍ଏସ୍: ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧୦୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆରୋଗ୍ୟଙ୍କ ସଂଖ୍ୟା ୩୩୩୪୫୧ରେ ପହଞ୍ଚିଛି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ୨୬ ଜଣ ସୁସ୍ଥ ହୋଇଥିବାବେଳେ ଅନୁଗୁଳରୁ ୯ଜଣ ସୁସ୍ଥ ହୋଇଛନ୍ତି।

ସେହିପରି ଖୋର୍ଦ୍ଧାରୁ ୯, ପୁରୀରୁ ୮, କଟକରୁ ୬, ଯାଜପୁରରୁ ୬, ସମ୍ବଲପୁରରୁ ୬, ବଲାଙ୍ଗିରରୁ ୫, ମୟୂରଭଞ୍ଜରୁ ୪, ଦେବଗଡରୁ ୩, ଗଜପତିରୁ ୩, ଝାରସୁଗୁଡାରୁ ୩, ବରଗଡରୁ ୨, ଢେଙ୍କାନାଳରୁ ୨, କେନ୍ଦୁଝରରୁ ୨, ରାୟଗଡାରୁ ୨, ନୂଆପଡ଼ାରୁ ୧ ଏବଂ ଷ୍ଟେଟପୁଲରୁ ୩ଜଣ ସୁସ୍ଥ ହୋଇଛନ୍ତି।