କାଲି ରାଜ୍ୟର ସବୁ ସ୍କୁଲ ବନ୍ଦ ରାଜ୍ୟ By Nitidin On Feb 14, 2021 School Closed Sign on Chalkboard in Classroom. 3d Render Share କଟକ,ଏନ୍ଏନ୍ଏସ୍: ରାଜ୍ୟର ସମସ୍ତ ସ୍କୁଲ ଆସନ୍ତାକାଲି ବନ୍ଦ ରହିବ। କଂଗ୍ରେସର ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଥିବା ସ୍କୁଲ ଓ ଗଣଣିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି। ସରସ୍ୱତୀ ପୂଜାରେ ମଧ୍ୟ ସ୍କୁଲ ବନ୍ଦ ରହିବ ବୋଲି ଜଣାପଡ଼ିଛି। Share