ଗତ ୨୪ ଘଣ୍ଟାରେ ସୁସ୍ଥହେଲେ ଆଉ ୮୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ଏନ୍ଏନ୍ଏସ୍: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୩୩୬୨୦୬ରେ ପହଞ୍ଚଛି।

ଆଜି କଟକରୁ ୧୩ ଜଣ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡରୁ ୧୩, ଖୋର୍ଦ୍ଧାରୁ ୧୨, ଯାଜପୁରରୁ ୭, ଗଞ୍ଜାମରୁ ୬, ମୟୂରଭଞ୍ଜରୁ ୬, ଅନୁଗୁଳରୁ ୫, ବଲାଙ୍ଗିରରୁ ୩, କଳାହାଣ୍ଡିରୁ ୩, ସମ୍ବଲପୁରରୁ ୩, ବାଲେଶ୍ୱରରୁ ୨, ବରଗଡ଼ରୁ ୨, ଢେଙ୍କାନାଳରୁ ୧, ଝାରସୁଗୁଡାରୁ ୧, କେନ୍ଦୁଝରରୁ ୧, କୋରାପୁଟରୁ ୧, ନୂଆପଡାରୁ୧ ଏବଂ ଷ୍ଟେଟପୁଲରୁ ୨ ଜଣ ସୁସ୍ଥ ହୋଇଛନ୍ତି।