ପିପିଲି ପାଇଁ ରୁଦ୍ରପ୍ରତାପ ହେଲେ ବିଜେଡି ପ୍ରାର୍ଥୀ ରାଜ୍ୟ By Nitidin On Mar 26, 2021 Share ପୁରୀ,ଏନ୍ଏନ୍ଏସ୍: ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା କରିଛି। ସ୍ୱର୍ଗତ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ରପ୍ରତାପ ମହାରଥୀଙ୍କ ନାମ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏପ୍ରିଲ ୧୭ରେ ପିପିଲି ଉପନିର୍ବାଚନ ଲାଗି ଭୋଟ ଗ୍ରହଣ କରାଯିବ। Share