ବସନ୍ତ ପଣ୍ଡା କରୋନାରେ ସଂକ୍ରମିତ

ଭୁବନେଶ୍ୱର,ଏନ୍ଏନ୍ଏସ୍: କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏସମ୍ପର୍କରେ ସେ ନିଜେ ଟ୍ୱିଟ୍ କରି ସୂଚନା ପ୍ରଦାନ କରିଛନ୍ତି। ଏଥିସହିତ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କରୋନା ଟେଷ୍ଟ କରାଇବାକୁ ପରାମର୍ଶ ଦର୍ଶାଇଛନ୍ତି।