Notice: Function _load_textdomain_just_in_time was called incorrectly. Translation loading for the really-simple-ssl domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131

Notice: Function _load_textdomain_just_in_time was called incorrectly. Translation loading for the publisher domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131
ଆଜି ଆଉ ୨୦୮ କୋଭିଡ୍ ପଜିଟିଭ୍ ଚିହ୍ନଟ: ୩୪୦୪୦୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା – Nitidin
Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

ଆଜି ଆଉ ୨୦୮ କୋଭିଡ୍ ପଜିଟିଭ୍ ଚିହ୍ନଟ: ୩୪୦୪୦୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ  ୨୦୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୦୪୦୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଆଜିର ସଂକ୍ରମିତଙ୍କ ମଧ୍ୟରୁ ୧୨୨ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୮୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ୮ଜଣ, ବରଗଡ଼ ଜିଲ୍ଲାରୁ ୨୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୫ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧ଜଣ, କଳାହାଣ୍ଡି ଜିଲ୍ଲାରୁ ୨୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୩୬ଜଣ, ପୁରୀ ଜିଲ୍ଲାରୁ ୯ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ, ଷ୍ଟେଟ ପୁଲରୁ ୭ଜଣ ରହିଛନ୍ତି ।