ଭୁବନେଶ୍ୱର,ଏନ୍ଏନ୍ଏସ୍: ଦେଶର କୋଭିଡ ସ୍ଥିତି ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଥା ହୋଇଛନ୍ତି। ବର୍ତ୍ତମାନର କୋଭିଡ ସ୍ଥିତି ଯୁଦ୍ଧ ସ୍ଥିତି ସହ ସମାନ ବୋଲି ମୋଦୀ କହିଛନ୍ତି। ଜାତୀୟସ୍ତରରେ କୋଭିଡ ମୁକାବିଲା ପାଇଁ ଓଡ଼ିଶା ସହଯୋଗ କରିବ ବୋଲି ନବୀନ ପ୍ରତିଶ୍ରୁତି ଦେଇଛନ୍ତି।