ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଗାମୀ ୧୨ ଘଣ୍ଟା ମୟୁରଭଞ୍ଜ ଜିଲ୍ଲା ପାଇଁ ବେଶ୍ ଗୁରୁତ୍ୱପୂର୍ଣ୍ଣ। ଏନେଇ ଏସଆରସି ପ୍ରଦୀପ୍ତ ଜେନା ସୂଚନା ଦେଇଛନ୍ତି। ମୟୁରଭଞ୍ଜରେ ୧ ଲକ୍ଷରୁ ଅଧିକ ଲୋକଙ୍କୁ ସ୍ଥାନାନ୍ତରିତ କରାଯାଇଛି। ନୀଳଗିରି ଅଞ୍ଚଳରେ ବ୍ୟାପକ ଗଛ ଉପୁଡ଼ି ପଡ଼ିଥିବା ସୂଚନା ମିଳିଛି। ତେବେ ବିଦ୍ୟୁତ ଭିତ୍ତିଭୂମି ବିଶେଷ କ୍ଷତିଗ୍ରସ୍ତ ହୋଇନଥିବା ଜଣାପଡ଼ିଛି।