କେରଳ ଛୁଇଁଲା ମୌସୁମୀ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। କେରଳ ଛୁଇଁବାର ୧୦ରୁ ୧୨ ଦିନ ପରେ ମୌସୁମୀ ଓଡ଼ିଶା ଛୁଇଁବ ବୋଲି ଜଣାପଡ଼ିଛି।

ସୂଚନାଯୋଗ୍ୟ, ଜୁନ୍ ୩ ତାରିଖରେ ମୌସୁମୀ କେରଳ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଥିଲା।