ଭୁବନେଶ୍ୱର,ଏନ୍ଏନ୍ଏସ୍: ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଉପଦେଷ୍ଟା ବିଜୟ ସାହୁଙ୍କ ପରଲୋକ ଘଟିଛି। କରୋନା ପରବର୍ତ୍ତୀ ଜଟିଳତା ଯୋଗୁ ତାଙ୍କୁ ଭୁବନେଶ୍ୱରରୁ ଏୟାର ଆମ୍ବୁଲାନ୍ସ ଯୋଗେ ହାଇଦ୍ରାବାଦ ପଠାଯାଇଥିଲା। ଆଉ ଆଜି ହାଇଦ୍ରାବଦର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ବିଜୟ ସାଇ ଇଣ୍ଟରନ୍ୟାସନାଲ ସ୍କୁଲର ଚେୟାରମ୍ୟାନ୍ ଥିଲେ।