ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରେ କମିବାରେ ଲାଗିଛି ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୫୬୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୮୦୪୮୫ରେ ପହଞ୍ଚିଛି।
Update on newly detected #COVID19 cases in the last
24 hrs under the BMC area on 6th June (till 9am). pic.twitter.com/XnmijHCMKV— BMC (@bmcbbsr) June 6, 2021