ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସଙ୍କୁ ମିଳିଲା ଅଲମ୍ପିକ୍ ଟିକେଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଟୋକିଓ ଅଲମ୍ପିକ୍ସ ଲାଗି ଭାରତୀୟ ପୁରୁଷ ହକି ଦଳରେ ୨ ଓଡ଼ିଆଙ୍କୁ ସ୍ଥାନ ମିଳିଛି। ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସ ଅଲମ୍ପିକ୍ସ ଲାଗି ଯୋଗ୍ୟତା ହାସଲ କରିଛନ୍ତି।

ସୂଚନାଯୋଗ୍ୟ, ଗତକାଲି ଓଡ଼ିଆ ଝିଅ ଦୀପଗ୍ରେସ ଏକ୍କା ମହିଳା ହକି ଟିମରେ ସ୍ଥାନ ପାଇଥିଲେ।