ନୂଆଦିଲ୍ଲୀ: ସିବିଏସଇ ଓ ଆଇସିଏସଇର ମୂଲ୍ୟାୟନ ପଦ୍ଧତି ସମ୍ପୂର୍ଣ୍ଣ ରୂପେ ଯୁକ୍ତିଯୁକ୍ତ। ଜନହିତକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିିଆଯାଇଥିବା ସୁପ୍ରିମକୋର୍ଟ କହିଛନ୍ତି। ଏହି ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଏକାଧିକ ଆବେଦନ ଦାଏର ହୋଇଥିଲା। କିନ୍ତୁ ସୁପ୍ରିମକୋର୍ଟ ଏହି ସମସ୍ତ ଆବେଦନକୁ ଖାରଜ କରି ଦେଇଛନ୍ତି।