ହୀରାକୁଦରେ ଖୋଲିଲା ୪ଟି ଗେଟ୍

ସମ୍ବଲପୁର,ଏନ୍ଏନ୍ଏସ୍: ହୀରାକୁଦରେ ଦ୍ୱିତୀୟ ପର୍ଯ୍ୟାୟ ବନ୍ୟାଜଳ ନିଷ୍କାସନ ପାଇଁ ୪ଟି ଗେଟ୍ ଖୋଲାଯାଇଛି। ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଜଳ ଭଣ୍ଡାରକୁ ଅଧିକ ଜଳ ପଶୁଥିବାରୁ ଗେଟ୍ ଖୋଲାଯାଇଥିବା ଜଣାପଡ଼ିଛି।