ହାଇସ୍କୁଲର ୫୩ ଛାତ୍ରୀ କରୋନାରେ ସଂକ୍ରମିତ

ସୁନ୍ଦରଗଡ଼,ଏନ୍ଏନ୍ଏସ୍: ସୁନ୍ଦରଗଡ଼ ସହରର ଏକ ସରକାରୀ ଅନୁଦାନପ୍ରାପ୍ତ ବାଳିକା ହାଇସ୍କୁଲରେ ୫୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ସପ୍ତାହେ ସ୍କୁଲ ବନ୍ଦ ରହିବା ନେଇ ନିଷ୍ପତ୍ତି ନିଆଯାଇଛି। ଏନେଇ ଉକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୂଚନା ଦେଇଛନ୍ତି।