ପ୍ରଫୁଲ୍ଲ ମାଝୀ କଂଗ୍ରେସରୁ ବହିଷ୍କୃତ ରାଜ୍ୟ By Nitidin On Dec 6, 2021 Share ଭୁବନେଶ୍ୱର,ଏନ୍ଏନ୍ଏସ୍: ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀଙ୍କୁ କଂଗ୍ରେସରୁ ବହିଷ୍କୃତ କରାଯାଇଛି। ବିଶୃଙ୍ଖଳିତ ବ୍ୟବହାର ଓ ଦଳ ବିରୋଧୀ କାର୍ଯ୍ୟ ପାଇଁ ଦଳରୁ ବହିଷ୍କାର କରାଯାଇଥିବା ଜଣାପଡ଼ିଛି। ଏନେଇ ପିସିସି ଗଣମାଧ୍ୟମ ସଂଯୋଜକ ଦୀପକ ମହାପାତ୍ର ସୂଚନା ଦେଇଛନ୍ତି। Share