୬ଟାରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ ରାଜ୍ୟ By Nitidin On Dec 21, 2021 Share ଭୁବନେଶ୍ୱର,ଏନ୍ଏନ୍ଏସ୍: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟା ୬ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ। ୫ଟା ୩୦ରେ ରାଜ୍ୟ କ୍ୟାବିନେଟ ମିଟିଂ ପରେ ମୁଖ୍ୟମନ୍ତ୍ରୀ ସମ୍ବୋଧନ କରିବେ ବୋଲି ସୂଚନା ମିଳିଛି। Share