କାଲିଠୁ ୩ ଯାଏଁ ବନ୍ଦ ରହିବ ନନ୍ଦନକାନନ

ଭୁବନେଶ୍ୱର,ଏନ୍ଏନ୍ଏସ୍: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଡିସେମ୍ବର ୩୦ରୁ ଜାନୁଆରୀ ୩ ତାରିଖ ପର୍ଯ୍ୟନ୍ତ ନନ୍ଦନକାନନ ବନ୍ଦ ରହିବ। ନନ୍ଦନକାନନ ସହ ବଟାନିକାଲ ଗାର୍ଡେନ ମଧ୍ୟ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ବୋଲି ସୂଚନା ମିଳିଛି।