ଯୁକ୍ତ ଦୁଇ ନାମଲେଖା ଆରମ୍ଭ

ଭୁବନେଶ୍ୱର,ଏନ୍ଏନ୍ଏସ୍: କୋଭିଡ କଟକଣା ମଧ୍ୟରେ ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ନାମଲେଖା ଆରମ୍ଭ ହୋଇଛି। ଫାଷ୍ଟ କଟଅଫ୍ ଅନୁସାରେ ୨୬ ତାରିଖ ପର୍ଯ୍ୟନ୍ତ ନାମଲେଖା ଜାରି ରହିବ। କୋଭିଡ ଗାଇଡଲାଇନକୁ ପାଳନ କରି ନାମଲେଖା ପାଇଁ କ୍ୟାମ୍ପସରେ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି। ଏଥିସହିତ ଅକ୍ଟୋବର ୩ରେ ଦ୍ୱିତୀୟ ପର୍ଯ୍ୟାୟ ମେରିଟ ଲିଷ୍ଟ ପ୍ରକାଶ ପାଇବ ବୋଲି ଜଣାପଡ଼ିଛି।