କୃଷି ସଚିବଙ୍କୁ ସ୍କ୍ରବ୍ ଟାଇଫସ୍‌

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: କୃଷି ସଚିବ ଅରବିନ୍ଦ ପାଢ଼ୀ ସ୍କ୍ରବ୍ ଟାଇଫସରେ ଆକ୍ରାନ୍ତ ହୋଇଛନ୍ତି । କ୍ୟାପିଟାଲ ହସ୍ପିଟାଲରେ ରକ୍ତ ନମୁନା ପରୀକ୍ଷାରୁ ସ୍ପଷ୍ଟ ହୋଇଥିଲା । ଆକ୍ରାନ୍ତ ପରେ ଘରେ ରହି ଅରବିନ୍ଦ ଚିକିତ୍ସିତ ହେଉଛନ୍ତି । ଏନେଇ କ୍ୟାପିଟାଲ ହସ୍ପିଟାଲ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।