ଆଣ୍ଡାମାନ ଛୁଇଁଲା ମୌସୁମୀ

ନୂଆଦିଲ୍ଲୀ: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଅଣ୍ଡାମାନ ସାଗରରେ ପ୍ରବେଶ କରିଛି । ଏନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।