ଓଡ଼ିଶାରେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇ.ଏସ୍ ଜଗନମୋହନ ରେଡ୍ଡୀ ଓଡ଼ିଶା ପହଂଚିଛନ୍ତି। ଏହି ପରିପ୍ରେକ୍ଷୀ ରେଡ୍ଡୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା କରିବେ। ନେରେଡି, କୋଟିଆ ଓ ପୋଲାଭରମ ପ୍ରସଙ୍ଗରେ ଆଲୋଚନା ହେବାର ସମ୍ଭାବନା ରହିଛି।