୨୪ ଘଣ୍ଟାରେ ସୁସ୍ଥ ହେଲେ ଆଉ ୨୦୦୯, ପଢନ୍ତୁ କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର, ଏନ୍ଏନ୍ଏସ୍: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୨୦୦୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩୫୧୩୮୬ରେ ପହଞ୍ଚିଛି।

ଆଜି ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୨୭୪ ଜଣ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡ଼ରୁ ୨୬୬, ଖୋର୍ଦ୍ଧାରୁ ୨୦୬, କେନ୍ଦୁଝରରୁ ୧୫୨, ସମ୍ବଲପୁରରୁ ୧୨୧, କଳାହାଣ୍ଡିରୁ ୧୧୩, ବରଗଡ଼ରୁ ୧୦୮, ପୁରୀରୁ ୧୦୭, ବଲାଙ୍ଗିରରୁ ୮୮, ବାଲେଶ୍ୱରରୁ ୮୦, ଝାରସୁଗୁଡାରୁ ୬୪, କଟକରୁ ୫୭, ନବରଙ୍ଗପୁରରୁ ୫୨, ଗଞ୍ଜାମରୁ ୪୨, ଯାଜପୁରରୁ ୩୩, ଦେବଗଡ଼ରୁ ୩୧, ରାୟଗଡ଼ାରୁ ୨୮, ମୟୂରଭଞ୍ଜରୁ ୨୬, ଅନୁଗୁଳରୁ ୨୦, ଜଗପତିରୁ ୧୯, କନ୍ଧମାଳରୁ ୧୫, ସୋନପୁରରୁ ୧୪, ଜଗତସିଂହପୁରରୁ ୧୩, ଭଦ୍ରକରୁ ୧୧, କୋରାପୁଟରୁ ୯, ନୟାଗଡ଼ରୁ ୮, ଢେଙ୍କାନାଳରୁ ୩, କେନ୍ଦ୍ରାପଡ଼ାରୁ ୨, ମାଲକାନଗିରିରୁ ୧ ଏବଂ ଷ୍ଟେଟପୁଲରୁ ୪୬ ଜଣ ସୁସ୍ଥ ହୋଇଛନ୍ତି।