ସୁସ୍ଥହେଲେ ଆଉ ୬୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ଏନ୍ଏନ୍ଏସ୍: ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୬୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩୩୬୨୬୬ରେ ପହଞ୍ଚିଛି।

ଆଜି ଝାରସୁଗୁଡ଼ାରୁ ୯ ଜଣ ସୁସ୍ଥ ହୋଇଥିବା ବେଳେ ମୟୂରଭଞ୍ଜରୁ ୮, ଯାଜପୁରରୁ ୬, ବାଲେଶ୍ୱରରୁ ୫, ଖୋର୍ଦ୍ଧାରୁ ୫, ସମ୍ବଲପୁରରୁ ୫, ବରଗଡ଼ରୁ ୪, ସୁନ୍ଦରଗଡରୁ ୪, ଗଞ୍ଜାମରୁ ୩, ଦେବଗଡରୁ ୨, ପୁରୀରୁ ୨, କଟକରୁ ୧, ଜଗତସିଂହପୁରରୁ ୧, କନ୍ଧମାଳରୁ ୧, ନୟାଗଡରୁ ୧, ନୂଆପଡାରୁ ୧ ଏବଂ ଷ୍ଟେଟପୁଲରୁ ୨ ଜଣ ସୁସ୍ଥ ହୋଇଛନ୍ତି। ନା, କୃଷି ଉତ୍ପାଦନ କମିଶନର ଶ୍ରୀ ଆରକେ ଶର୍ମା, କୃଷି ବିଭାଗ ପ୍ରମୁଖ ସଚିବ ଶ୍ରୀ ସୌରଭ ଗର୍ଗ, ଜଳସମ୍ପଦ ବିଭାଗର ପ୍ରମୁଖ ସଚିବ ଅନୁଗର୍ଗ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।