୭ ଦିନିଆ ରିମାଣ୍ଡରେ ଅର୍ଚ୍ଚନା

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ୭ଦିନ ପାଇଁ ଇଡି ରିମାଣ୍ଡରେ ରହିବେ । ଆଉ ୧୩ ତାରିଖରେ ଅର୍ଚ୍ଚନାଙ୍କୁ ହାଜର କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଅର୍ଚ୍ଚନାଙ୍କୁ ୧୫ ଦିନ ପାଇଁ ରିମାଣ୍ଡରେ ନେବାକୁ ଇଡି ଦାବୀ କରିଥିଲା । କିନ୍ତୁ କୋର୍ଟ ୭ଦିନ ପାଇଁ ଅନୁମତି ପ୍ରଦାନ କରିଛନ୍ତି ।