ଜୁଲାଇ ୨ରୁ ବିଧାନସଭା ଆରମ୍ଭ

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ଜୁଲାଇ ୨ରୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ ହେବ । ଅଧିବେଶନର ପ୍ରଥମ ଦିନରେ ହିଁ ବଜେଟ ଉପସ୍ଥାପନ କରାଯିବ । ଏଥିସହିତ ଏହି ଅଧିବେଶନ ଅଗଷ୍ଟ ୪ ତାରିଖ ପର୍ଯ୍ୟନ୍ତ ଚାଲିବ।