ଦିନକ ପୂର୍ବରୁ ସରିଲା ବିଧାନସଭା

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ବିଧାନସଭାର ମୌସୁମୀ ଅଧିବେଶନ ଆଜି ଶେଷ ହୋଇଛି । ଧାର୍ଯ୍ୟ କାର୍ଯ୍ୟସୂଚୀର ଦିନକ ପୂର୍ବରୁ ବିଧାନସଭା ଶେଷ ହୋଇଥିବା ସୂଚନା ମିଳିଛି ।