ନୂଆଖାଇରେ ବନ୍ଦ ରହିବ ବ୍ୟାଙ୍କ

ସମ୍ବଲପୁର,ଏନ୍‌ଏନ୍‌ଏସ୍‌: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇରେ ରାଜ୍ୟରେ ବ୍ୟାଙ୍କ ବନ୍ଦ ରହିବ । ସେପ୍ଟେମ୍ବର ୧ରେ ବ୍ୟାଙ୍କ ଓ ଅନ୍ୟ ବିତ୍ତୀୟ ସଂସ୍ଥା ମଧ୍ୟ ବନ୍ଦ ରହିବ ବୋଲି ଜଣାପଡ଼ିଛି । ଏନେଇ ରାଜସ୍ୱ ବିଭାଗ ପକ୍ଷରୁ ଘୋଷଣା କରାଯାଇଛି ।