ଭୁବନେଶ୍ବର,ଏନ୍ଏନ୍ଏସ୍: ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିଲେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି। ଓଡିଶା କ୍ରିକେଟ ଆସୋସିଏସନ ସମ୍ପାଦକ ସଞ୍ଚୟ ବେହେରା ଓ ସଭାପତି ପଙ୍କଜ ଲୋଚନ ମହାନ୍ତି ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କୁ ବିମାନ ବନ୍ଦରରୁ ପାଛୋଟି ନେଇଛନ୍ତି। ବାରବାଟୀରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଥିବା ଦ୍ବିତୀୟ ଟି୨୦ ମ୍ୟାଚ୍ରେ ଉପସ୍ଥିତ ରହିବା ନେଇ ସୂଚନା ରହିଛି। ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ସହ ଭେଟିବା କାର୍ଯ୍ୟକ୍ରମ ରହିଛି।