ଭୁବନେଶ୍ୱର,ଏନ୍ଏନ୍ଏସ୍: ଆସନ୍ତା ୧୭ ତାରିଖରୁ ଭୁବନେଶ୍ୱର ଏମ୍ସର ଓପିଡି ବନ୍ଦ ରହିବ । ଏମ୍ସର କିଛି ଅଧିକାରୀ ଓ କର୍ମଚାରୀ ପଜିଟିଭ ଚିହ୍ନଟ ପରେ ଏଭଳି ପଦକ୍ଷେପ ନିଆଯାଇଛି । ଓପିଡି ବନ୍ଦ ହେଲେ ମଧ୍ୟ କିଛି ଜରୁରୀକାଳୀନ ସେବା ଜାରି ରହିବ । ଏନେଇ ଭୁବନେଶ୍ୱର ଏମ୍ସ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି ।