ବିର୍ସା ମୁଣ୍ଡା ହକି ଷ୍ଟାଡିୟମ ଉଦଘାଟନ କଲେ ନବୀନ

ରାଉରକେଲା,ଏନ୍‌ଏନ୍‌ଏସ୍‌: ରାଉରକେଲାରେ ବିର୍ସା ମୁଣ୍ଡା ହକି ଷ୍ଟାଡିୟମ ଉଦଘାଟିତ ହୋଇଯାଇଛି । ୨୦ ହଜାର ଦର୍ଶକ କ୍ଷମତା ବିଶିଷ୍ଟ ଏହି ଷ୍ଟାଡିୟମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି ।