୨୦ରୁ ପୁଣି ବସ୍ ଧର୍ମଘଟ

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ଲକ୍ଷ୍ମୀ ଯୋଜନାକୁ ବିରୋଧ କରି ଘରୋଇ ବସ୍ ମାଲିକ ସଂଘ ପୁଣିଥରେ ଧର୍ମଘଟ ଡାକରା ଦେଇଛି । ଆସନ୍ତା ୨୦ ତାରିଖରେ ସାରା ରାଜ୍ୟରେ ବସ୍ ଧର୍ମଘଟ ନିଷ୍ପତ୍ତି ନିଆଯାଇଛି । ଏନେଇ ବସ୍ ମାଲିକ ସଂଘ କୋଷାଧ୍ୟକ୍ଷ ବରଦା ଆଚାର୍ଯ୍ୟ ସୂଚନା ଦେଇଛନ୍ତି ।