କଟକ,ଏନ୍ଏନ୍ଏସ୍: ଶିଳ୍ପପତି ମହିମା ମିଶ୍ରଙ୍କ ଘରେ ଓ ଅଫିସରେ ସିବିଆଇ ରେଡ ଘଟଣାରେ ୪ଜଣଙ୍କୁ ଗିରଫ କରାଯାଇଛି । ଏଥିରେ ପାରାଦ୍ୱୀପ ପୋର୍ଟ ଚିଫ୍ ମେକାନିକାଲ ଇଞ୍ଜିନିୟର ସରୋଜ ଦାସ, ଠିକାଦାର ସୁମନ୍ତ ରାଉତ, କେସିଟି ଗ୍ରୁପ ପୋର୍ଟ ଅପରେସନ ମ୍ୟାନେଜର ଶଙ୍ଖଶୁଭ୍ର ମିତ୍ର ଓ ଓଏସଏଲ ଅପରେସନ ଡିଜିଏମ୍ ସୂର୍ଯ୍ୟନାରାୟଣ ସାହୁ ସାମିଲ ରହିଛନ୍ତି ।