କାଲି ପ୍ରକାଶ ପାଇବ ସିବିଏସଇ ଦଶମ ପରୀକ୍ଷାଫଳ

ନୂଆଦିଲ୍ଲୀ,ଏନ୍ଏନ୍ଏସ୍: ଆସନ୍ତାକାଲି ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାଫଳ ପ୍ରକାଶ ପାଇବ। ଏନେଇ କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିୟାଲ ଟ୍ୱିଟ କରି ସୂଚନା ପ୍ରଦାନ କରିଛନ୍ତି। ଏଥିସହିତ ସେ ସମସ୍ତ ଛାତ୍ରଛାତ୍ରୀଙ୍କୁ ଶୁଭକାମନା ଜଣାଇଛନ୍ତି।