ସିଡିଏସ୍ ବିପିନ ରାୱତଙ୍କୁ ହସ୍ପିଟାଲ ନିଆଗଲା

ନୂଆଦିଲ୍ଲୀ: ବାୟୁସେନାର ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟରରେ ଥିବା ସିଡିଏସ୍ ଜେନେରାଲ ବିପିନ ରାୱତଙ୍କୁ ହସ୍ପିଟାଲ ନିଆଯାଇଛି। ହେଲିକ୍ଟରରେ ରାୱତଙ୍କ ସହ ତାଙ୍କ ପତ୍ନୀ ମଧ୍ୟ ଉପସ୍ଥିତ ଥିଲେ। ଦୁର୍ଘଟଣାର କାରଣ ଜାଣିବା ପାଇଁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ମଧ୍ୟ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ବାୟୁସେନାର Mi-17V5 ହେଲିକପ୍ଟରରେ ମୋଟ ୧୪ଜଣ ଥିଲେ। ସେଥିମଧ୍ୟରୁ

୧୧ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩ଜଣ ଗୁରୁତର ଅଛନ୍ତି।