ଆଜି ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଜି ଅପରାହ୍ନ ୪ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ। ଏହି ସମୟରେ ମୁଖ୍ୟମନ୍ତ୍ରୀ କରୋନା ସମ୍ପର୍କରେ କିଛି ପରାମର୍ଶ ଦେଇପାରନ୍ତି।