Notice: Function _load_textdomain_just_in_time was called incorrectly. Translation loading for the really-simple-ssl domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131

Notice: Function _load_textdomain_just_in_time was called incorrectly. Translation loading for the publisher domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131
ନୂତନ ‘ଆନ୍ତଃରାଜ୍ୟ ପରିଷଦ୍‌’ କମିଟିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନ୍ତର୍ଭୁକ୍ତ – Nitidin
Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

ନୂତନ ‘ଆନ୍ତଃରାଜ୍ୟ ପରିଷଦ୍‌’ କମିଟିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନ୍ତର୍ଭୁକ୍ତ

ନୂଆଦିଲ୍ଲୀ,ଏଜେନ୍ସି: ଆନ୍ତଃ ରାଜ୍ୟ ପରିଷଦର ଷ୍ଟାଣ୍ଡିଂ କମିଟିର ନୂତନ ସଦସ୍ୟ ଙ୍କ ନା କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କୁ ଏହି କମିଟିରେ ସାମିଲ ଅଛନ୍ତି। ଏହାର ଅଧ୍ୟକ୍ଷ ଅମିତ ଶାହାଙ୍କ ସମେତ ୧୩ ଜଣ ସଦସ୍ୟ ଅଛନ୍ତି। ଗୃହ ମନ୍ତ୍ରଣାଳୟ ଶୁକ୍ରବାର ଦିନ ଜାରି କରାଯାଇଥିବା ଗେଜେଟ୍ ବିଜ୍ଞପ୍ତିରେ ଏହି ପଦକ୍ଷେପ ବିଷୟରେ ଉଲ୍ଲେଖ କରିଛି। ଆନ୍ତ ରାଜ୍ୟ ପରିଷଦ ସଚିବାଳୟର ବିଜ୍ଞପ୍ତି ଅଗଷ୍ଟ ୯, ୨୦୧୯ ଏବଂ ପ୍ରଧାନମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ନିଆଯାଇଛି। ଏହି କମିଟିରେ ଶାହାଙ୍କ ବ୍ୟତୀତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କ୍ୟାବିନେଟର ଅନ୍ୟ ଚାରିଜଣ ମନ୍ତ୍ରୀ ଏବଂ ଆଠ ଜଣ ମୁଖ୍ୟମନ୍ତ୍ରୀ ଅଛନ୍ତି।

କମିଟିର ସଦସ୍ୟ ଭାବରେ ଅର୍ଥ ଓ କର୍ପୋରେଟ ମନ୍ତ୍ରୀ ନିର୍ମଳା ସୀତାରମଣ, କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର, ସାମାଜିକ ନ୍ୟାୟ ତଥା ସଶକ୍ତିକରଣ ମନ୍ତ୍ରୀ ବିରେନ୍ଦ୍ର କୁମାର, ଜଲ ଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖୱାଟ ଏହି କମିଟିର ସଦସ୍ୟ ଅଛନ୍ତି। ମୁଖ୍ୟମନ୍ତ୍ରୀ ଆନ୍ଧ୍ରପ୍ରଦେଶ ଓ୍ବାଇଏସ୍‌ ଜଗନ୍ ମୋହନ ରେଡ୍ଡୀ, ମୁଖ୍ୟମନ୍ତ୍ରୀ ଆସାମ ହିମନ୍ତା ବିଶ୍ୱ ସରମା, ମୁଖ୍ୟମନ୍ତ୍ରୀ ବିହାର ନୀତୀଶ କୁମାର, ମୁଖ୍ୟମନ୍ତ୍ରୀ ଗୁଜୁରାଟ ଭୁପେନ୍ଦ୍ର ପଟେଲ, ପ୍ରଧାନମନ୍ତ୍ରୀ ମହାରାଷ୍ଟ୍ର ଉଦଡ ଠାକରେ, ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବାନ୍ ମନ, ମୁଖ୍ୟମନ୍ତ୍ରୀ ଉତ୍ତରପ୍ରଦେଶ ଯୋଗୀ ଆଦିତ୍ୟନାଥ କମିଟିର ଅନ୍ୟ ସଦସ୍ୟ ଅଟନ୍ତି।

ଆନ୍ତ ରାଜ୍ୟ ପରିଷଦରେ କୌଣସି ବିଷୟ ବିଚାରକୁ ନିଆଯିବା ପୂର୍ବରୁ ଏହା କେନ୍ଦ୍ର-ରାଜ୍ୟ ସମ୍ପର୍କ ସମ୍ବନ୍ଧୀୟ ସମସ୍ତ ବିଷୟ ପ୍ରକ୍ରିୟାକରଣ କରେ। ଆନ୍ତ ରାଜ୍ୟ ସମ୍ପର୍କ ଧୃଢ଼ି ଭୂତ କରିବାରେ ପରିଷଦର ସୁପାରିଶ ଉପରେ ନିଷ୍ପତ୍ତି ନିଆଯାଏ। ଏ ଗୁଡ଼ିକର କାର୍ଯ୍ୟକାରିତା ଉପରେ ମଧ୍ୟ କମିଟି ତଦାରଖ କରେ ଏବଂ ଏହାକୁ ଅଧ୍ୟକ୍ଷ କିମ୍ବା ପରିଷଦ ଦ୍ୱାରା ସୂଚିତ ଅନ୍ୟ ବିଷୟ ଉପରେ ବିଚାର କରେ। ଷ୍ଟାଣ୍ଡିଂ କମିଟି, ଯଦି ଆବଶ୍ୟକ ହୁଏ, ସଂପୃକ୍ତ ବିଷୟ ଉପରେ ବିଚାର ବିମର୍ଶ କରିବାବେଳେ ନିର୍ଦ୍ଦିଷ୍ଟ କ୍ଷେତ୍ରର ବିଶିଷ୍ଟ ବିଶେଷଜ୍ଞ ଏବଂ ବ୍ୟକ୍ତିବିଶେଷଙ୍କୁ ମଧ୍ୟ ପରାମର୍ଶ ନିଆ ଯାଏ।