ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀଙ୍କ ବାତ୍ୟାଞ୍ଚଳ ପରିଦର୍ଶନ ରାଜ୍ୟ By Nitidin Last updated May 27, 2021 Share ଭୁବନେଶ୍ୱର,ଏନ୍ଏନ୍ଏସ୍: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆକାଶ ମାର୍ଗରୁ ବାତ୍ୟାଞ୍ଚ ପରିଦର୍ଶନ କରୁଛନ୍ତି। ସ୍ଥିତି ଯାଞ୍ଚ ପରେ କ୍ଷତିଗ୍ରସ୍ତଙ୍କ ପାଇଁ ସହାୟତା ଘୋଷଣା କରିପାରନ୍ତି ବୋଲି ଜଣାପଡ଼ିଛି। Share