ପିପିଲି ଉପ-ନିର୍ବାଚନ: ବିଶ୍ୱକେଶନ କଂଗ୍ରେସ ପ୍ରାର୍ଥୀ

ଭୁବନେଶ୍ୱର, ଏନ୍ଏନ୍ଏସ୍: ପିପିଲି ଉପନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀ ହେଲେ ବିଶ୍ୱକେଶନ ହରିଚନ୍ଦନ ମହାପାତ୍ର। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧି ବିଶ୍ୱକେଶନଙ୍କ ନାମରେ ମୋହର ମାରିଛନ୍ତି। ଅଜିତ ମଙ୍ଗରାଜଙ୍କ ଦେହାନ୍ତ ପରେ ବିଶ୍ୱକେଶନ କଂଗ୍ରେସରୁ ପ୍ରାର୍ଥୀ ହୋଇଛନ୍ତି।