ରାଜଧାନୀକୁ ଫେରିଲା କଣ୍ଟେନମେଣ୍ଟ ଜୋନ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରକୁ ପୁଣି କଣ୍ଟେନମେଣ୍ଟ ଫେରିଛି। ବମିଖାଲ ଜୟଦୁର୍ଗାନଗର ପ୍ଲଟ ନଂ ୧୩୦୩/୧୩୦୪କୁ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି। କରୋନା ଆକ୍ରାନ୍ତ ଚିହ୍ନଟ ପରେ ବିଏମସି ପକ୍ଷରୁ ଏହି ପଦକ୍ଷେପ ନିଆଯାଇଥିବା ଜଣାପଡ଼ିଛି।