Notice: Function _load_textdomain_just_in_time was called incorrectly. Translation loading for the really-simple-ssl domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131

Notice: Function _load_textdomain_just_in_time was called incorrectly. Translation loading for the publisher domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131
ଶୁକ୍ରବାର ରାତିରୁ ବର୍ଷା, ଶନିବାର ସକାଳୁ ପବନ: ୯ଟି ଜିଲ୍ଲାର ସମସ୍ତ ସ୍କୁଲ ଛୁଟି – Nitidin
Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

ଶୁକ୍ରବାର ରାତିରୁ ବର୍ଷା, ଶନିବାର ସକାଳୁ ପବନ: ୯ଟି ଜିଲ୍ଲାର ସମସ୍ତ ସ୍କୁଲ ଛୁଟି

ଉତ୍ତର ଆଣ୍ଡାମାନରେ ସୃଷ୍ଟ ଡିପ୍ରେସନ ବାତ୍ୟାରେ ପରିଣତ ହୋଇ କ୍ରମଶଃ ଉତ୍ତର ଦିଗରେ ଗତି କରୁଛି । ଆଗାମୀ ୩୬ ଘଣ୍ଟା ମଧ୍ୟରେ ଏହା ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମର ରୂପ ନେଇ ଉତ୍ତର ପୂର୍ବ ତଥା ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଡକୁ ଗତି କରିବ । ଓଡିଶା ଉପରେ ଏହାର ଆଂଶିକ ପ୍ରଭାବ ରହିବ । ଏହାର ପ୍ରଭାବରେ ଆସନ୍ତାକାଲି(ଶୁକ୍ରବାର) ସନ୍ଧ୍ୟାରୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯିବ । ୯ ସକାଳୁ ଉପକୂଳବର୍ତ୍ତୀ ଜିଲ୍ଲାଗୁଡିକରେ ବର୍ଷା ସହିତ ପବନ ହେବ । ପବନରେ ବେଗ ଘଣ୍ଟା ପ୍ରତି ୫୦ରୁ ୫୫କିମି ରହିବ । କିନ୍ତୁ ୯ ତାରିଖ ସନ୍ଧ୍ୟା ପବନର ବେଗ ବୃଦ୍ଧି ପାଇଁ ଘଣ୍ଟା ପ୍ରତି ୮୦-୯୦ କିମି ରହିବ । କଚ୍ଚା ଘର, ବିଦ୍ୟୁତ ଖୁଣ୍ଟ, ଧାନ ଚାଷ କ୍ଷତିଗ୍ରସ୍ତ ହେବ । ଜଗତସିଂହପୁର, କେନ୍ଦ୍ରପଡା, ଭଦ୍ରକ, ବାଲେଶ୍ୱର ଓ ବିଶେଷକରି ମୟୁରଭଞ୍ଜରେ ଏହାର ପ୍ରଭାବ ଅଧିକ ରହିବ ।

ଏ ନେଇ ରାଜ୍ୟର ସମସ୍ତ ବନ୍ଦରରେ ୧ ନମ୍ବର ବିପଦ ସଂକେତ ଜାରି କରାଯାଇଛି । । ସମୁଦ୍ର ଅଶାନ୍ତ ରହିବ । ଏନେଇ ମତ୍ସଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ବାରଣ କରାଯାଇଛି । ରାଜ୍ୟ ସରକାରଙ୍କ ତରଫରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାିବା ସହ ଓଡ୍ରାଫ ଟିମ୍ ମୁତୟନ କରାଯାଇଛି । ପ୍ରବଳ ବର୍ଷା ଓ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଜଗତସିହଂପୁର, କେନ୍ଦ୍ରାପଡା ଜିଲ୍ଲାର ସମସ୍ତ ସ୍କୁଲ ଏବଂ ଅଂଗନବାଡି ଓ ପୁରୀର ସମସ୍ତ ଶିକ୍ଷାନୁଷ୍ଠାନ ୨ ଦିନ ପାଇଁ ଛୁଟି ଘୋଷଣା କରାଯାଇଛି ।

ସମ୍ଭାବ୍ୟ ବାତ୍ୟା ବୁଲବୁଲ ଓ ପ୍ରବଳ ବର୍ଷା ପାଇଁ ଶନିବାର ୯ଟି ଜିଲ୍ଲାର ସମସ୍ତ ସ୍କୁଲ ଛୁଟି ଘୋଷଣା କଲେ ଏସଆରସି
ସେହି ଜିଲ୍ଲାଗୁଡିକ ହେଲା ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଭଦ୍ରକ, ବାଲେଶ୍ୱର, ଖୋର୍ଦ୍ଧା, ମୟୁରଭଞ୍ଜ ଓ ଯାଜପୁର। ଆଗରୁ ପୁରୀ, ଜଗତସିଂହପୁର, କେନ୍ଦ୍ରାପଡାରେ ୨ଦିନ ସ୍କୁଲ ଛୁଟି ଘୋଷଣା କରାଯାଇଥିଲା। ୬ଟି ଜିଲ୍ଲାକୁ ୨ଟି ଲେଖାଏଁ ଏନଡିଆରଏଫ ଟିମ୍ ଓ ୯ଟି ଜିଲ୍ଲାକୁ ୨ଟି ଓଡ୍ରାଫ୍ ଟିମ୍ ପଠାଯାଇଛି। ଅଗ୍ନିଶମ କର୍ମଚାରୀଙ୍କୁ ସଜାଗ ରଖାଯାଇଥିବା ନେଇ ଏସଆରସି ଏକ ଉଚ୍ଚସ୍ତରୀୟ ବୈଠକରେ ସୂଚନା ଦେଇଛନ୍ତି।